Genesis 9:10 — Compare Translations

5 translations compared side by side

Odia - 1840
"ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁ ସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।