Genesis 9:11 — Compare Translations
5 translations compared side by side
Odia - 1840
"ଏହା ମାରେତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ଯା ରେ ଧ୍ବଂସ ପାଇଥିଲା। କିନ୍ତୁ ଏପରି ପ୍ରଳଯ ଆଉ ପୁନ୍ନରାଯ ହବେ ନାହିଁ। ଏହରି ବନ୍ଯା ଦ୍ବାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ଵାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଆମ୍ଭର ତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ୟାରେ ଧ୍ୱଂସ ପାଇଥିଲା। କିନ୍ତୁ ଏପରି ପ୍ରଳୟ ଆଉ ପୁନରାୟ ହେବ ନାହିଁ। ଏହରି ବନ୍ୟା ଦ୍ୱାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”