Genesis 9:12 — Compare Translations
5 translations compared side by side
Odia - 1840
"ଏବଂ ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦବେି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚ଼ିହ୍ନ ତୁମ୍ଭକୁ ଦଖାଇବେ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରେତ୍ୟକକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିଯମ କରିଅଛି। ଏହି ନିଯମ ସବଦିନ ପାଇଁ ସ୍ଥାଯୀ ହବେ। ଏହାହିଁ ତାରଣେ ପ୍ରମାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦେବି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚିହ୍ନ ତୁମ୍ଭକୁ ଦେଖାଇବ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରତ୍ୟେକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିୟମ କରିଅଛି। ଏହି ନିୟମ ସବୁଦିନ ପାଇଁ ସ୍ଥାୟୀ ହେବ। ଏହା ହିଁ ତୋରଣ ପ୍ରମାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;