Genesis 9:13 — Compare Translations
5 translations compared side by side
Odia - 1840
"ମୁଁ ମାହେର ଇନ୍ଦ୍ରଧନୁ ମେଘ ରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମାରେ ଚୁକ୍ତି ରେ ଚିହ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋହର ମେଘଧନୁ ମେଘରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମୋର ଚୁକ୍ତିର ଚିହ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।