Genesis 9:14 — Compare Translations

5 translations compared side by side

Odia - 1840
"ଯେତବେେଳେ ମୁଁ ପୃଥିବୀ ଉପରେ ମେଘ ସଂଚ଼ାର କରିବି, ସେତବେେଳେ ସହେି ଇନ୍ଦ୍ରଧନୁ ମେଘ ରେ ଦଖାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ପୃଥିବୀ ଉପରେ ମେଘ ସଞ୍ଚାର କରିବି, ସେତେବେଳେ ସେହି ମେଘଧନୁ ମେଘରେ ଦେଖାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;