Genesis 9:15 — Compare Translations
5 translations compared side by side
Odia - 1840
"ମୁଁ ଯେ ତବେଳେ ଇନ୍ଦ୍ରଧନୁକୁ ଦେଖେ ସେତବେେଳେ ମୁଁ ତୁମ୍ଭ ସହିତ ଓ ଅନ୍ଯାନ୍ଯ ସଜୀବ ପ୍ରାଣୀମାନଙ୍କ ସହିତ ହାଇେଥିବା ଚୁକ୍ତିକୁ ମନେ ପକାଇବି। ସହେି ଚ଼କ୍ତି କ ହେ ଯେ, ଭବିଷ୍ଯତ ରେ ଏପରି ବନ୍ଯା ରେ ସମସ୍ତେ ବିନାଶ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ମେଘଧନୁକୁ ଦେଖେ ସେତେବେଳେ ମୁଁ ତୁମ୍ଭ ସହିତ ଓ ଅନ୍ୟାନ୍ୟ ସଜୀବ ପ୍ରାଣୀମାନଙ୍କ ସହିତ ହୋଇଥିବା ଚୁକ୍ତିକୁ ମନେ ପକାଇବି। ସେହି ଚୁକ୍ତି କହେ ଯେ, ଭବିଷ୍ୟତରେ ଏପରି ବନ୍ୟାରେ ସମସ୍ତେ ବିନାଶ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।