Genesis 9:16 — Compare Translations
5 translations compared side by side
Odia - 1840
"ପୁଣି ଇନ୍ଦ୍ରଧନୁ ହେଲ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା। ତହିଁରେ ପୃଥିବୀସ୍ଥ ସମସ୍ତ ସଜୀବ ପ୍ରାଣୀ ସହିତ ପରମେଶ୍ବରଙ୍କର ଯେଉଁ ଅନନ୍ତକାଳସ୍ଥାଯୀ ନିଯମ ଅଛି, ତାହା ମୁଁ ସ୍ମରଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା। ତହିଁରେ ପୃଥିବୀସ୍ଥ ସମସ୍ତ ସଜୀବ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ମୁଁ ସ୍ମରଣ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”