Genesis 9:17 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ନୋହକୁ କହିଲେ, ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ଇନ୍ଦ୍ରଧନୁ ଏହି ଚ଼ିହ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ନୋହଙ୍କୁ କହିଲେ, ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ମେଘଧନୁ ଏହି ଚିହ୍ନ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”