Genesis 9:18 — Compare Translations

5 translations compared side by side

Odia - 1840
"ନୋହର ପୁତ୍ରମାନେ ତାଙ୍କୁ ଧରି ଜାହାଜରୁ ବାହାରିଲେ। ସମାନଙ୍କେର ନାମ, ଶମେ, ହାମ ଓ ଯଫେତ୍ (ହାମ ଥିଲେ କିଣାନର ପିତା)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସମସ୍ୟାମାନ ଦେଖାଗଲା ନୋହଙ୍କର ପୁତ୍ରମାନେ ତାଙ୍କୁ ଧରି ଜାହାଜରୁ ବାହାରିଲେ। ସେମାନଙ୍କର ନାମ ଶେମ, ହାମ ଓ ଯେଫତ୍ (ହାମ ଥିଲେ କିଣାନର ପିତା)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।
Odia IRV 2017 (ଓଡିଆ ବାଇବେଲ)
ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।