Genesis 9:19 — Compare Translations
5 translations compared side by side
Odia - 1840
"ସହେି ତିନିଜଣ ୟାକ ନୋହର ପୁତ୍ର ଥିଲେ। ଏବଂ ପୃଥିବୀର ସମସ୍ତ ଲୋକ ଏହି ତିନିଜଣଙ୍କଠାରୁ ଜନ୍ମ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ତିନି ଜଣ ଯାକ ନୋହଙ୍କର ପୁତ୍ର ଥିଲେ। ଏବଂ ପୃଥିବୀର ସମସ୍ତ ଲୋକ ଏହି ତିନି ଜଣଙ୍କଠାରୁ ଜନ୍ମ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ତିନି ଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।