Genesis 9:2 — Compare Translations

5 translations compared side by side

Odia - 1840
"ପୃଥିବୀ ରେ ସମସ୍ତ ପଶୁ, ଆକାଶର ସମସ୍ତ ପକ୍ଷୀ ଭୂଚ଼ର ସମସ୍ତ ପ୍ରାଣୀ, ଏବଂ ସମୁଦ୍ର ମଧିଅରେ ଥିବା ସମସ୍ତ ମତ୍ସ୍ଯ ତୁମ୍ଭମାନଙ୍କୁ ଭୟ କରିବେ। ସମସ୍ତ ଜୀବ ତୁମ୍ଭ ନିଯନ୍ତ୍ରଣ ରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀରେ ସମସ୍ତ ପଶୁ, ଆକାଶର ସମସ୍ତ ପକ୍ଷୀ ଭୂଚର ସମସ୍ତ ପ୍ରାଣୀ, ଏବଂ ସମୁଦ୍ର ମଧ୍ୟରେ ଥିବା ସମସ୍ତ ମତ୍ସ୍ୟ ତୁମ୍ଭମାନଙ୍କୁ ଭୟ କରିବେ। ସମସ୍ତ ଜୀବ ତୁମ୍ଭ ନିୟନ୍ତ୍ରଣରେ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।