Genesis 9:20 — Compare Translations

5 translations compared side by side

Odia - 1840
"ନୋହ କୃଷକ ହେଲ। ସେ କ୍ଷେତ୍ର ରେ ଦ୍ରାକ୍ଷା ବୃକ୍ଷ ରୋପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନୋହ କୃଷକ ହେଲେ। ସେ କ୍ଷେତ୍ରରେ ଦ୍ରାକ୍ଷା ବୃକ୍ଷ ରୋପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।