Genesis 9:22 — Compare Translations

5 translations compared side by side

Odia - 1840
"କିଣାନର ପିତା ହାମ ଆପଣା ପିତାଙ୍କର ଉଲଗ୍ନତା ଦେଖି ବାହା ରେ ଆପଣା ଦୁଇଭାଇଙ୍କୁ ସମାଚ଼ାର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିଣାନର ପିତା ହାମ ଆପଣା ପିତାଙ୍କର ଉଲଗ୍ନତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଗ୍ଭର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।