Genesis 9:23 — Compare Translations
5 translations compared side by side
Odia - 1840
"ସେତବେେଳେ ଶମେ ଓ ଯଫେତ୍ କାନ୍ଧ ରେ ବସ୍ତ୍ର ଘନେି ପଶ୍ଚାତ୍ ଗତି କରି ଆପଣାମାନଙ୍କର ପିତାଙ୍କର ଉତଗ୍ନତା ଆଚ୍ଛାଦନ କଲେ। ସମାନେେ ପଛ କରି ୟାଇଥିବାରୁ ପିତାଙ୍କର ଉତଗ୍ନତା ଦିଖି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଶେମ ଓ ଯେଫତ୍ କାନ୍ଧରେ ବସ୍ତ୍ର ଘେନି ପଶ୍ଚାତ୍ ଗତି କରି ଆପଣାମାନଙ୍କର ପିତାଙ୍କର ଉଲଗ୍ନତା ଆଚ୍ଛାଦନ କଲେ। ସେମାନେ ପଛ କରି ଯାଇଥିବାରୁ ପିତାଙ୍କର ଉଲଗ୍ନତା ଦିଖି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।