Genesis 9:24 — Compare Translations
5 translations compared side by side
Odia - 1840
"ଏହାପରେ ନୋହ ଉଠିଲା (ସେ ମଦ୍ଯ ପାନକରି ଶାଇେଥିଲା)। ସେ ଜାଣିଲେ ଯେ ତାଙ୍କର ସାନପୁଅ ତାଙ୍କ ପାଇଁ କ'ଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠପୁତ୍ରର ଆଚରଣ ଜ୍ଞାତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ନୋହ ଉଠିଲେ (ସେ ମଦ୍ୟ ପାନକରି ଶୋଇଥିଲେ)। ସେ ଜାଣିଲେ ଯେ ତାଙ୍କର ସାନପୁଅ ତାଙ୍କ ପାଇଁ କ’ଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।