Genesis 9:25 — Compare Translations

5 translations compared side by side

Odia - 1840
"ତେଣୁ ନୋହ କହିଲେ, କିଣାନ ଶାପଗ୍ରସ୍ଥ ହେଉ! ସେ ଆପଣା ଭାତୃଗଣର ଦାସାନୁଦାସ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କହିଲେ, କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ନୋହ କହିଲେ, “କିଣାନ ଶାପଗ୍ରସ୍ତ ହେଉ! ସେ ଆପଣା ଭାତୃଗଣର ଦାସାନୁଦାସ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”