Genesis 9:26 — Compare Translations

5 translations compared side by side

Odia - 1840
"ନୋବ ମଧ୍ଯ ଏପରି କହିଲେ, ଶମେ ଆଶୀର୍ବାଦ ପ୍ରାପ୍ତ ସଦାପ୍ରଭୁ ପରମେଶ୍ବରଙ୍କ ଦ୍ବାରା କିଣାନ ଶମରେ ଦାସ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ କହିଲେ, ଶେମର ପରମେଶ୍ଵର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ନୋହ ମଧ୍ୟ ଏପରି କହିଲେ, “ଶେମ ଆଶୀର୍ବାଦ ପ୍ରାପ୍ତ ସଦାପ୍ରଭୁ ପରମେଶ୍ୱରଙ୍କ ଦ୍ୱାରା କିଣାନ ଶେମର ଦାସ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।