Genesis 9:29 — Compare Translations
5 translations compared side by side
Odia - 1840
"ଏହି ପରି ନୋହ ମାଟେ ରେ 950 ବର୍ଷ ବଞ୍ଚିଲେ। ଏହାପରେ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ନୋହ ମୋଟରେ 950 ବର୍ଷ ବଞ୍ଚିଲେ। ଏହା ପରେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅ ଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।