Genesis 9:3 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦଇେଥିଲି। ବର୍ତ୍ତମାନ ପ୍ରେତ୍ୟକକ ପଶୁ ତୁମ୍ଭର ଖାଦ୍ୟ ହବେ। ମୁଁ ଯାହାସବୁ ପୃଥିବୀ ରେ ଦଇେଛି ତାହାସବୁ ତୁମ୍ଭର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦେଇଥିଲି। ବର୍ତ୍ତମାନ ପ୍ରତ୍ୟେକ ପଶୁ ତୁମ୍ଭର ଖାଦ୍ୟ ହେବ। ମୁଁ ଯାହାସବୁ ପୃଥିବୀରେ ଦେଇଛି ତାହା ସବୁ ତୁମ୍ଭର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।