Genesis 9:4 — Compare Translations
5 translations compared side by side
Odia - 1840
"କିନ୍ତୁ, ମୁଁ ତୁମ୍ଭମାନଙ୍କୁ ଏକ ନିର୍ଦ୍ଦେଶ ଦବେି। ତୁମ୍ଭେ କୌଣସି ପ୍ରାଣୀର ସରକ୍ତ ମାଂସ ଖାଇବ ନାହିଁ। କାରଣ ରକ୍ତ ରେ ଜୀବନ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ, ମୁଁ ତୁମ୍ଭମାନଙ୍କୁ ଏକ ନିର୍ଦ୍ଦେଶ ଦେବି। ତୁମ୍ଭେ କୌଣସି ପ୍ରାଣୀର ସରକ୍ତ ମାଂସ ଖାଇବ ନାହିଁ। କାରଣ ରକ୍ତରେ ଜୀବନ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ।