Genesis 9:5 — Compare Translations
5 translations compared side by side
Odia - 1840
"ମୁଁ ରକ୍ତ ପାତ, ଦ୍ବାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ବାରା ହେଉ ବା ଲୋକମାନଙ୍କ ଦ୍ବାରା। ଯଦି ଲୋକମାନେ ପରସ୍ପରକୁ ହତ୍ଯା କରନ୍ତି, ମୁଁ ରକ୍ତପାତ ଦ୍ବାରା ଦଣ୍ଡିତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତା; ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ରକ୍ତ ପାତ ଦ୍ୱାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ୱାରା ହେଉ ବା ଲୋକମାନଙ୍କ ଦ୍ୱାରା। ଯଦି ଲୋକମାନେ ପରସ୍ପରକୁ ହତ୍ୟା କରନ୍ତି, ମୁଁ ରକ୍ତପାତ ଦ୍ୱାରା ଦଣ୍ଡିତ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।