Genesis 9:6 — Compare Translations
5 translations compared side by side
Odia - 1840
"ପରମେଶ୍ବର ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ତିଆରି କରିଛନ୍ତି। ତେଣୁ ଯେ କହେି ମନୁଷ୍ଯକୁ ହତ୍ଯା କରିବ ସେ ନିଶ୍ଚିତ ଅନ୍ୟ ମନୁଷ୍ଯ ଦ୍ବାରା ମରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ଵାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ତିଆରି କରିଛନ୍ତି। ତେଣୁ ଯେକେହି ମନୁଷ୍ୟକୁ ହତ୍ୟା କରିବ, ସେ ନିଶ୍ଚିତ ଅନ୍ୟ ମନୁଷ୍ୟ ଦ୍ୱାରା ମରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।