Genesis 9:7 — Compare Translations
5 translations compared side by side
Odia - 1840
" ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚଯ ବହୁତ ପିଲାପିଲି ହବେ। ତୁମ୍ଭମାନେେ ପୃଥିବୀକୁ ମନୁଷ୍ଯ ରେ ପରିପୂର୍ଣ୍ଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
“ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚୟ ବହୁତ ପିଲାପିଲି ହେବ। ତୁମ୍ଭେମାନେ ପୃଥିବୀକୁ ମନୁଷ୍ୟରେ ପରିପୂର୍ଣ୍ଣ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”