Genesis 9:8 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,