Habakkuk 1:10 — Compare Translations

5 translations compared side by side

Odia - 1840
"ବାବିଲ ସୈନ୍ଯମାନେ ଅନ୍ୟ ଦେଶର ରାଜାମାନଙ୍କୁ ଉପହାସ କରିବେ। ବିଦେଶୀ ଶାସକମାନେ ସମାନଙ୍କେ ପାଇଁ ଉପହାସର ପାତ୍ର ହବେେ। ସମାନେେ ସୁଦୃଢ ଉଚ୍ଚ ପ୍ରାଚୀର ବିଶିଷ୍ଟ ନଗରକୁ ଦେଖି ହସିବେ। ସମାନେେ ତ୍ରିଭୁଜାକାର ଚଟାଣ ତିଆରି କରିବେ ଏବଂ ସହେିସବୁ ନଗରକୁ କରାଯତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ରାଜଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
“ବାବିଲ ସୈନ୍ୟମାନେ ଅନ୍ୟ ଦେଶର ରାଜାମାନଙ୍କୁ ଉପହାସ କରିବେ। ବିଦେଶୀ ଶାସକମାନେ ସେମାନଙ୍କ ପାଇଁ ଉପହାସର ପାତ୍ର ହେବେ। ସେମାନେ ସୁଦୃଢ଼ ଉଚ୍ଚ ପ୍ରାଚୀର ବିଶିଷ୍ଟ ନଗରକୁ ଦେଖି ହସିବେ। ସେମାନେ ତ୍ରିଭୁଜାକାର ଚଟାଣ ତିଆରି କରିବେ ଏବଂ ସେହିସବୁ ନଗରକୁ କରାୟତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୁପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ।