Habakkuk 1:11 — Compare Translations

5 translations compared side by side

Odia - 1840
"ତା'ପ ରେ ସମାନେେ ପବନ ପରି ଗତି ରେ ଯିବେ। ସମାନେେ ଦୋଷୀ ଅଟନ୍ତି ଯେ, ସମାନେେ ତାଙ୍କର ନିଜର ଶକ୍ତିକୁ ପୂଜା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ତନୀୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ପବନ ପରି ଗତିରେ ଯିବେ। ସେମାନେ ଦୋଷୀ ଅଟନ୍ତି ଯେ, ସେମାନେ ତାଙ୍କର ନିଜର ଶକ୍ତିକୁ ପୂଜା କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।