Habakkuk 1:12 — Compare Translations

5 translations compared side by side

Odia - 1840
"ତା'ପ ରେ ହବକୂକ୍ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭ ଏକମାତ୍ର ପବିତ୍ର ଅଟ, ୟିଏ କବେେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ବିଗ୍ଭର କରିବା ପାଇଁ ନିୟୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦବୋ ପାଇଁ ତୁମ୍ଭେ ସମାନଙ୍କେୁ ପଠାଇଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ମୋର ପରମେଶ୍ଵର, ମୋର ଧର୍ମସ୍ଵରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା । ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ଵରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ହବ‌କ୍‌କୂକର ଦ୍ୱିତୀୟ ଅଭିଯୋଗ ତା’ପରେ ହବ‌କ୍‌କୂକ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭେ ଏକମାତ୍ର ପବିତ୍ର ଅଟ, ଯିଏ କେବେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ବିଗ୍ଭର କରିବା ପାଇଁ ନିଯୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦେବା ପାଇଁ ତୁମ୍ଭେ ସେମାନଙ୍କୁ ପଠାଇଲ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।