Habakkuk 1:15 — Compare Translations

5 translations compared side by side

Odia - 1840
"ଶତୃ ଆଙ୍କୁଡି ଓ ଜାଲ ସାହାୟ୍ଯ ରେ ସମାନଙ୍କେୁ ଧ ରେ। ସମାନେେ ସମାନଙ୍କେୁ ଜାଲ ରେ ଧରି ଖୁସି ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମସ୍ତଙ୍କୁ ବଡ଼ଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁ ଆଙ୍କୁଡ଼ି ଓ ଜାଲ ସାହାଯ୍ୟରେ ସେମାନଙ୍କୁ ଧରେ। ସେମାନେ ସେମାନଙ୍କୁ ଜାଲରେ ଧରି ଖୁସୀ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।