Habakkuk 1:16 — Compare Translations

5 translations compared side by side

Odia - 1840
"ତା'ର ଜାଲ ତାକୁ ଧନୀଲୋକ ପରି ଚଳିବା ରେ ସାହାୟ୍ଯ କରେ ଏବଂ ଉତ୍ତମ ଖାଦ୍ୟ ଯୋଗଏ। ତେଣୁ ଶତୃ ତା'ର ଜାଲକୁ ପୂଜା କରେ। ସେ ତା'ର ଜାଲକୁ ସମ୍ମାନ ଦବୋକୁ ବଳିଦାନ ଓ ଧୂପ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଏ; କାରଣ ତାହା ଦ୍ଵାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଜାଲ ତାକୁ ଧନୀଲୋକ ପରି ଚଳିବାରେ ସାହାଯ୍ୟ କରେ ଏବଂ ଉତ୍ତମ ଖାଦ୍ୟ ଯୋଗାଏ। ତେଣୁ ଶତ୍ରୁ ତା’ର ଜାଲକୁ ପୂଜା କରେ। ସେ ତା’ର ଜାଲକୁ ସମ୍ମାନ ଦେବାକୁ ବଳିଦାନ ଓ ଧୂପ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।