Habakkuk 1:17 — Compare Translations
5 translations compared side by side
Odia - 1840
"ଏ ନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ସେ କ'ଣ ରାଜ୍ଯକୁ ଦୟା ନ ଦଖାଇେ ଧ୍ବଂସ ସାଧନ କରି ଗ୍ଭଲିଥିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?
Odia Bible ERV 2004 (ପବିତ୍ର ବାଇବଲ)
ଏ ନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ସେ କ’ଣ ରାଜ୍ୟକୁ ଦୟା ନ ଦେଖାଇ ଧ୍ୱଂସ ସାଧନ କରି ଗ୍ଭଲିଥିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?