Habakkuk 1:2 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, କେତକୋଳ ପର୍ୟ୍ଯନ୍ତ ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକିବି? କେତବେେଳେ ତୁମ୍ଭେ ମାରେ ଡାକ ଶୁଣିବ? ଏବି ଗୋଳମାଳ ବିଷଯ ରେ ମୁଁ ତୁମ୍ଭକୁ ଆହ୍ବାନ କଲି କିନ୍ତୁ ତୁମ୍ଭେ କିଛି କଲନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, କେତେକାଳ ପର୍ଯ୍ୟନ୍ତ ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକିବି? କେତେବେଳେ ତୁମ୍ଭେ ମୋର ଡାକ ଶୁଣିବ? ଏହି ଗୋଳମାଳ ବିଷୟରେ ମୁଁ ତୁମ୍ଭକୁ ଆହ୍ୱାନ କଲି କିନ୍ତୁ ତୁମ୍ଭେ କିଛି କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ “ଦୌରାତ୍ମ୍ୟ” ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।