Habakkuk 1:3 — Compare Translations
5 translations compared side by side
Odia - 1840
"ଲୋକମାନେ ଜିନିଷ ଧ୍ବଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସମାନେେ ୟୁକ୍ତି କରୁଛନ୍ତି ଓ ଲଢୁଛନ୍ତି। ଏହି ଅନ୍ଯାଯ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ଯ ମୁଁ କାହିଁକି ଦେଖିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଜିନିଷ ଧ୍ୱଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସେମାନେ ଯୁକ୍ତି କରୁଛନ୍ତି ଓ ଲଢ଼ୁଛନ୍ତି। ଏହି ଅନ୍ୟାୟ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ୟ ମୁଁ କାହିଁକି ଦେଖିବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋ’ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।