Habakkuk 1:4 — Compare Translations

5 translations compared side by side

Odia - 1840
"ଏଠା ରେ ବ୍ଯବସ୍ଥା ଅତି କୋହଳ ଏବଂ ନ୍ଯାଯ ବିଗ୍ଭର କରାୟାଏ ନାହିଁ। ମନ୍ ଦଲୋକମାନେ ଭଲ ଲୋକଙ୍କ ଉପ ରେ ଜଯଲାଭ କରୁଛନ୍ତି। ତେଣୁ ନ୍ଯାଯ ହେଉ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ ।
Odia Bible ERV 2004 (ପବିତ୍ର ବାଇବଲ)
ଏଠାରେ ବ୍ୟବସ୍ଥା ଅତି କୋହଳ ଏବଂ ନ୍ୟାୟ ବିଗ୍ଭର କରାଯାଏ ନାହିଁ। ମନ୍ଦଲୋକମାନେ ଭଲ ଲୋକଙ୍କ ଉପରେ ଜୟଲାଭ କରୁଛନ୍ତି। ତେଣୁ ନ୍ୟାୟ ହେଉ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।