Habakkuk 1:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଉତ୍ତର ଦେଲେ, ଅନ୍ୟ ଗୋଷ୍ଠୀଗୁଡିକୁ ଗ୍ଭହିଁ। ସମାନଙ୍କେୁ ଲକ୍ଷ୍ଯ କର ଏବଂ ତୁମ୍ଭେ ଆଶ୍ଚର୍ୟ୍ଯାନ୍ବିତ ହବେ। ତୁମ୍ଭର ଜୀବନ କାଳ ମଧିଅରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ୟ୍ଯାନ୍ବିତ କରିବ। ଯଦି କହେି ତୁମ୍ଭକୁ କ ହେ, କ'ଣ ହବୋକୁ ଯାଉଥିଲା, ତୁମ୍ଭେ କବେେ ବିଶ୍ବାସ କରି ନଥାନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ଵାସ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହବ‌କ୍‌କୂକଙ୍କୁ ପରମେଶ୍ୱରଙ୍କ ଉତ୍ତର ସଦାପ୍ରଭୁ ଉତ୍ତର ଦେଲେ, “ଅନ୍ୟ ଗୋଷ୍ଠୀଗୁଡ଼ିକୁ ଗ୍ଭହଁ। ସେମାନଙ୍କୁ ଲକ୍ଷ୍ୟ କର ଏବଂ ତୁମ୍ଭେ ଆଶ୍ଚର୍ଯ୍ୟାନ୍ୱିତ ହେବ। ତୁମ୍ଭର ଜୀବନ କାଳ ମଧ୍ୟରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ଯ୍ୟାନ୍ୱିତ କରିବ। ଯଦି କେହି ତୁମ୍ଭକୁ କହେ, କ’ଣ ହେବାକୁ ଯାଉଥିଲା, ତୁମ୍ଭେ କେବେ ବିଶ୍ୱାସ କରି ନ ଥା’ନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।