Habakkuk 1:6 — Compare Translations

5 translations compared side by side

Odia - 1840
"ଆମ୍ଭେ ବାବିଲୋନୀଯମାନଙ୍କୁ ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀ ରେ ପରିଣତ କରିବା। ସହେି ଲୋକମାନେ ଦୁଷ୍ଟ ଓ କ୍ଷିପ୍ର। ଯୋଦ୍ଧା। ସମାନେେ ସମଗ୍ର ପୃଥିବୀ ରେ ମାଡିଯିବେ। ସମାନେେ ଅନ୍ୟ ଲୋକମାନଙ୍କର ଗୃହ ଓ ନଗରଗୁଡିକୁ ଅଧିକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ଯେଉଁ କଲଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ବାବିଲନୀୟମାନଙ୍କୁ ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀରେ ପରିଣତ କରିବା। ସେହି ଲୋକମାନେ ଦୁଷ୍ଟ ଓ କ୍ଷିପ୍ର ଯୋଦ୍ଧା। ସେମାନେ ସମଗ୍ର ପୃଥିବୀରେ ମାଡ଼ିଯିବେ। ସେମାନେ ଅନ୍ୟ ଲୋକମାନଙ୍କର ଗୃହ ଓ ନଗରଗୁଡ଼ିକୁ ଅଧିକାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।