Habakkuk 1:7 — Compare Translations
5 translations compared side by side
Odia - 1840
"ବାବିଲୀଯମାନେ ଅନ୍ୟ ଲୋକମାନଙ୍କୁ ଭୟଭୀତ କରାଇବେ। ସମାନେେ ନିଜ ପାଇଁ ଆଇନ୍ ତିଆରି କରିବେ ଏବଂ ନିଜ ପାଇଁ ବ୍ଯବହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲୀୟମାନେ ଅନ୍ୟ ଲୋକମାନଙ୍କୁ ଭୟଭୀତ କରାଇବେ। ସେମାନେ ନିଜ ପାଇଁ ଆଇନ୍ ତିଆରି କରିବେ ଏବଂ ନିଜ ପାଇଁ ବ୍ୟବହାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।