Habakkuk 1:8 — Compare Translations

5 translations compared side by side

Odia - 1840
"ସମାନଙ୍କେର ଘୋଡାଗୁଡିକ ଚିତାବାଘଠାରୁ ଦ୍ରୁତଗାମୀ ହବେେ ଏବଂ ଗଧିଆଠାରୁ ଦ୍ରୁତଗାମୀ ସମସ୍ଥଳ ରେ ହବେେ। ସମାନଙ୍କେର ସୈନ୍ଯମାନେ ଘୋଡା ଚଢି ବହୁଦୂରରୁ ଆସିବେ। ଗୋଟିଏ ଭୋକିଲା ଚିଲ ପକ୍ଷୀ ଆକାଶରୁ ଶିକାର ଉପ ରେ ଝାମ୍ପ ମାରିଲା ପରି ସମାନେେ ଦ୍ରୁତ ବଗେ ରେ ଶତୃଙ୍କୁ ଆକ୍ରମଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନଙ୍କର ଅଶ୍ଵଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ଵାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ଵାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଘୋଡ଼ାଗୁଡ଼ିକ ଚିତାବାଘଠାରୁ ଦ୍ରୁତଗାମୀ ହେବେ ଏବଂ ଗଧିଆଠାରୁ ଦ୍ରୁତଗାମୀ ସମସ୍ଥଳରେ ହେବେ। ସେମାନଙ୍କର ସୈନ୍ୟମାନେ ଘୋଡ଼ା ଚଢ଼ି ବହୁଦୂରରୁ ଆସିବେ। ଗୋଟିଏ ଭୋକିଲା ଚିଲ ପକ୍ଷୀ ଆକାଶରୁ ଶିକାର ଉପରେ ଝାମ୍ପ ମାରିଲା ପରି ସେମାନେ ଦ୍ରୁତ ବେଗରେ ଶତ୍ରୁଙ୍କୁ ଆକ୍ରମଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି।