Habakkuk 1:9 — Compare Translations
5 translations compared side by side
Odia - 1840
"ସମାନେେ କବଳେ ୟୁଦ୍ଧ କରିବାକୁ ଗ୍ଭହାଁନ୍ତି। ସମାନଙ୍କେର ସୈନ୍ଯମାନେ ବନ୍ଦୀମାନଙ୍କୁ ବାଲିପରି ଆଣିବା ପାଇଁ ସଂକଳ୍ପର ସହିତ ଯାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କେବଳ ଯୁଦ୍ଧ କରିବାକୁ ଗ୍ଭହାନ୍ତି। ସେମାନଙ୍କର ସୈନ୍ୟମାନେ ବନ୍ଦୀମାନଙ୍କୁ ବାଲିପରି ଆଣିବା ପାଇଁ ସଂକଳ୍ପର ସହିତ ଯାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି।