Habakkuk 2:1 — Compare Translations

5 translations compared side by side

Odia - 1840
"ମୁଁ ଜଣେ ରକ୍ଷୀ ପରି ଛିଡା ହବେି। ମୁଁ ନଗର ପ୍ରାଚୀର ରେ ଜଗିବି। ସଦାପ୍ରଭୁ ମାେତେ କ'ଣ କହିବେ, ମୁଁ ତାହା ଦେଖିବାକୁ ଅପେକ୍ଷା କରିବି। ସେ ମାରେ ପ୍ରଶ୍ନର ଉତ୍ତର କିପରି କରୁଛନ୍ତି, ମୁଁ ତାହା ଶିକ୍ଷା କରିବାକୁ ଅପେକ୍ଷା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋʼ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି ।ଯିଶା. ୨୧:୮,୧୧
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଣେ ରକ୍ଷୀ ପରି ଛିଡ଼ା ହେବି। ମୁଁ ନଗର ପ୍ରାଚୀରରେ ଜଗିବି। ସଦାପ୍ରଭୁ ମୋତେ କ’ଣ କହିବେ, ମୁଁ ତାହା ଦେଖିବାକୁ ଅପେକ୍ଷା କରିବି। ସେ ମୋର ପ୍ରଶ୍ନର ଉତ୍ତର କିପରି କରୁଛନ୍ତି, ମୁଁ ତାହା ଶିକ୍ଷା କରିବାକୁ ଅପେକ୍ଷା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋʼ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋ’ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।