Habakkuk 2:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ବହୁତ ଲୋକଙ୍କୁ ଧ୍ବଂସ କରିଅଛ। କିନ୍ତୁ ତୁମ୍ଭେ ନିଜ ଘରକୁ ଲଜ୍ଜା ଆଣିଥିଲ। ତୁମ୍ଭେ ନିଜ ଜୀବନ ବିପକ୍ଷ ରେ ପାପ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ଵାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ବହୁତ ଲୋକଙ୍କୁ ଧ୍ୱଂସ କରିଅଛ। କିନ୍ତୁ ତୁମ୍ଭେ ନିଜ ଘରକୁ ଲଜ୍ଜା ଆଣିଥିଲ। ତୁମ୍ଭେ ନିଜ ଜୀବନ ବିପକ୍ଷରେ ପାପ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।