Habakkuk 2:11 — Compare Translations

5 translations compared side by side

Odia - 1840
"ତୁମ୍ଭ କାନ୍ଥ ରେ ଲାଗିଥିବା ପଥର ତୁମ୍ଭ ବିରୁଦ୍ଧ ରେ କଥା କହିବ। ଏପରିକି ତୁମ୍ଭ ଛାତ ରେ ଲାଗିଥିବା କାଠର ବର୍ଗାଗୁଡିକ ତୁମ୍ଭେ ଭୂଲ୍ ବୋଲି ରାଜି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ କାନ୍ଥରେ ଲାଗିଥିବା ପଥର ତୁମ୍ଭ ବିରୁଦ୍ଧରେ କଥା କହିବ। ଏପରିକି ତୁମ୍ଭ ଛାତରେ ଲାଗିଥିବା କାଠର ବର୍ଗାଗୁଡ଼ିକ ତୁମ୍ଭେ ଭୁଲ୍ ବୋଲି ରାଜି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।
Odia IRV 2017 (ଓଡିଆ ବାଇବେଲ)
କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।