Habakkuk 2:12 — Compare Translations

5 translations compared side by side

Odia - 1840
"ଧିକ୍ ତୁମ୍ଭମାନଙ୍କୁ, ଯେଉଁମାନେ ଲୋକମାନଙ୍କୁ ମାରି ନଗର ନିର୍ମାଣ କରିଛ ଏବଂ ଦୁଷ୍ଟତା ରେ ସହର ପ୍ରତିଷ୍ଠା କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ରକ୍ତପାତ ଦ୍ଵାରା ପୁରୀ ନିର୍ମାଣ କରେ ଓ ଅଧର୍ମ ଦ୍ଵାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
“ଧିକ୍ ତୁମ୍ଭମାନଙ୍କୁ, ଯେଉଁମାନେ ଲୋକମାନଙ୍କୁ ମାରି ନଗର ନିର୍ମାଣ କରିଛ ଏବଂ ଦୁଷ୍ଟତାରେ ସହର ପ୍ରତିଷ୍ଠା କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!