Habakkuk 2:13 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡି଼ଦବେ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସମାନଙ୍କେର ସହେି ସବୁ କାର୍ୟ୍ଯ ନିଷ୍ଫଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳା; କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ନ ହୁଅଇ?
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡ଼ିଦେବ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସେମାନଙ୍କର ସେହିସବୁ କାର୍ଯ୍ୟ ନିଷ୍ଫଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ?