Habakkuk 2:14 — Compare Translations

5 translations compared side by side

Odia - 1840
"ତା'ପ ରେ ଲୋକମାନେ ସବୁଆଡେ ସଦାପ୍ରଭୁଙ୍କର ମହିମା ଜାଣିବେ। ସମୁଦ୍ର ରେ ଜଳ ବ୍ଯାପିଲା ପରି ଏହି ଖବର ଗ୍ଭରିଆଡେ ବ୍ଯାପିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଲୋକମାନେ ସବୁଆଡ଼େ ସଦାପ୍ରଭୁଙ୍କର ମହିମା ଜାଣିବେ। ସମୁଦ୍ରରେ ଜଳ ବ୍ୟାପିଲା ପରି ଏହି ଖବର ଗ୍ଭରିଆଡ଼େ ବ୍ୟାପିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।