Habakkuk 2:15 — Compare Translations

5 translations compared side by side

Odia - 1840
"ତୁମ୍ଭକୁ ଧିକ୍, ଯେଉଁମାନେ ପଡୋଳୀମାନଙ୍କୁ ଦ୍ରାକ୍ଷାରସ ପିଆଉଛ, ତାଙ୍କୁ ମାତାଲ କରିବା ପାଇଁ ସହେି ଦ୍ରାକ୍ଷାରସ ରେ କିଛି ବିଷାକ୍ତ ଉପାଦନ ମିଶାଉଛ, ଯାହା ପାଇଁ ତୁମ୍ଭେ ତାଙ୍କର ଉଲଗ୍ନତା ଦେଖିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ଧିକ୍, ଯେଉଁମାନେ ପୋଡ଼ୋଶୀମାନଙ୍କୁ ଦ୍ରାକ୍ଷାରସ ପିଆଉଛ, ତାଙ୍କୁ ମାତାଲ କରିବା ପାଇଁ ସେହି ଦ୍ରାକ୍ଷାରସରେ କିଛି ବିଷାକ୍ତ ଉପାଦନ ମିଶାଉଛ, ଯାହା ପାଇଁ ତୁମ୍ଭେ ତାଙ୍କର ଉଲଗ୍ନତା ଦେଖି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!