Habakkuk 2:16 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାତ୍ର ତୁମ୍ଭ ଆଡକୁ ଆସିବ। ତୁମ୍ଭେ ସମ୍ମାନ ବଦଳ ରେ ଅପମାନ ରେ ପରିପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ । ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅଣ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାତ୍ର ତୁମ୍ଭ ଆଡ଼କୁ ଆସିବ। ତୁମ୍ଭେ ସମ୍ମାନ ବଦଳରେ ଅପମାନରେ ପରିପୂର୍ଣ୍ଣ ହେବ। “ତୁମ୍ଭକୁ ଦ୍ରାକ୍ଷାରସ ପିଆଇ ଦିଆଯିବ ଏବଂ ଉଲଗ୍ନ କରାଯିବ। ତୁମ୍ଭର ସମ୍ମାନ ବଦଳରେ ଅପମାନ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।