Habakkuk 2:17 — Compare Translations

5 translations compared side by side

Odia - 1840
"ତୁମ୍ଭେ ଲିବାନୋନ୍ ରେ କରିଥିବା ରକ୍ତପାତ ତୁମ୍ଭକୁ ଆଚ୍ଛାନ୍ନ କରିବ। ତୁମ୍ଭେ ସଠାରୁେ ବହୁ ପଶୁ ଗ୍ଭରେି କଲ। ତେଣୁ ସହେି ମୃତବ୍ଯକ୍ତିଙ୍କ ପାଇଁ ଏବଂ ସହେି ଦେଶ ରେ କରିଥିବା ରକ୍ତପାତ ପାଇଁ ଏବଂ ସଠାେ ରେ ବାସ କରୁଥିବା ପ୍ରେତ୍ୟକକ ପାଇଁ ତୁମ୍ଭେ ଭୟଭୀତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଲିବାନୋ‌‌‌ନ୍‌‌‌ରେ କରିଥିବା ରକ୍ତପାତ ତୁମ୍ଭକୁ ଆଚ୍ଛନ୍ନ କରିବ। ତୁମ୍ଭେ ସେଠାରୁ ବହୁ ପଶୁ ଗ୍ଭେରି କଲ। ତେଣୁ ସେହି ମୃତବ୍ୟକ୍ତିଙ୍କ ପାଇଁ ଏବଂ ସେହି ଦେଶରେ କରିଥିବା ରକ୍ତପାତ ପାଇଁ ଏବଂ ସେଠାରେ ବାସ କରୁଥିବା ପ୍ରତ୍ୟେକ ପାଇଁ ତୁମ୍ଭେ ଭୟଭୀତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।