Habakkuk 2:18 — Compare Translations
5 translations compared side by side
Odia - 1840
"ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ଵାସ କରି ମୂକ ଦେବତା ନିର୍ମାଣ କରେ?
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିମାଗୁଡ଼ିକ ବିଷୟରେ ବାର୍ତ୍ତା ଖୋଦିତ ପ୍ରତିମାରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖୋଦନ କଲା। ଧାତୁର ମୂର୍ତ୍ତିରେ କ’ଣ ଲାଭ ଅଛି? ଏହା ମିଥ୍ୟା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥିରେ ବିଶ୍ୱାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?
Odia IRV 2017 (ଓଡିଆ ବାଇବେଲ)
ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?