Habakkuk 2:19 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ଧିକ୍, ଯେଉଁ ଲୋକ କାଠକୁ କୁ ହେ, ଜାଗ୍ରତ ହୁଅ! ମୂକ ପ୍ରସ୍ଥରକୁ କୁ ହେ ଉଠ! ଏହି ଭଣ୍ତ ଦବେତାମାନେ ନିର୍ଦ୍ଦେଶ ଦଇେ ପାରିବେ କି? ସହେି ମୂର୍ତ୍ତି ସୁନା ଓ ରୂପା ରେ ଆବୃତ ହାଇେ ପାରିବ, କିନ୍ତୁ ସେ ନିର୍ଜୀବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ-ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ତିତ, ତହିଁ ମଧ୍ୟରେ କିଛି ହିଁ ଶ୍ଵାସବାୟୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ଧିକ୍, ଯେଉଁ ଲୋକ କାଠକୁ କୁହେ, ଜାଗ୍ରତ ହୁଅ! ମୂକ ପ୍ରସ୍ଥରକୁ କୁହେ “ଉଠ”! ଏହି ଭଣ୍ତ ଦେବତାମାନେ ନିର୍ଦ୍ଦେଶ ଦେଇ ପାରିବେ କି? ସେହି ମୂର୍ତ୍ତି ସୁନା ଓ ରୂପାରେ ଆବୃତ ହୋଇ ପାରିବ, କିନ୍ତୁ ସେ ନିର୍ଜୀବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।