Habakkuk 2:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିର ରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହବେ ଓ ସଦାପ୍ରଭୁଙ୍କ ସମ୍ମାନ ଜଣାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହେବ ଓ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।